ସମସ୍ତ ପୌରସଂସ୍ଥାରେ ‘ଓସୱାସ’ କାର୍ଯ୍ୟକ୍ଷମ—ଡିଜିଟାଲ ପ୍ରଶାସନରେ ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର, ୧୫ ଏପ୍ରିଲ, ୨୦୨୬: ଡିଜିଟାଲ ରୂପାନ୍ତରଣ ମାଧ୍ୟମରେ ସହରାଞ୍ଚଳ ପ୍ରଶାସନକୁ ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଏକ ଐତିହାସିକ ସଫଳତା ଅର୍ଜନ କରିଛି। ରାଜ୍ୟର ସମସ୍ତ ୧୧୫ଟି ପୌରସଂସ୍ଥାରେ ‘ଓଡ଼ିଶା ସେକ୍ରେଟେରିଏଟ୍ ୱାର୍କଫ୍ଲୋ…