“କ୍ଷତିଗ୍ରସ୍ତ ଅଂଚଳରେ ଲୋକଙ୍କୁ ତତ୍କାଳ ସ୍ୱାସ୍ଥ୍ୟସେବା ଯୋଗାଇ ଦିଅ”
ତିତଲି ପ୍ରଭାବିତ ଜିଲ୍ଲାମାନଙ୍କରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସଂପର୍କରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର - ବାତ୍ୟାଚଂଳରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ସମ୍ପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ , ଆଇନ ତଥା ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି ।…