୬ଦିନ ଧରି ଚାଲିଥିବା ଦୋଳତ୍ସବ ଉଦ୍ଯାପିତ
http://www.youtube.com/watch?v=5sxM41wVahk
ପାରଳାଖେମୁଣ୍ଡି/ ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଦୋଳବନ୍ଧ ଓ ଦୋଳତ୍ସବ କମିଟିର ମିଳିତ ଆନୁକୁଲ୍ୟରେ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେ ଦୀର୍ଘ ୬ଦିନ ଧରି ଚାଲିଥିବା ଦୋଳତ୍ସବ ଉଦ୍ଯାପିତ…