କ୍ଳଚ ତାରରେ ତଣ୍ଟି ଚିପି ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ମୁଖ୍ୟ ଅଭିଯୁକ୍ତ
ଭୋଗିବେ ଆଜୀବନ କାରାଦଣ୍ଡ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଶୁଣାଣି କରି ଆଜି…