କିଟ୍ ରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ପ୍ରତିଯୋଗୀ ପାଳନ କଲେ ଓଡ଼ିଆ ନବବର୍ଷ
ଭୁବନେଶ୍ୱର, ୧୪ ।୪: କିଟ୍ ପରିସରରେ ଓଡ଼ିଆ ନୂଆବର୍ଷ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଯୋଗଦେଇଥିଲେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ। ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍ ଧୁମ୍ଧାମ୍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ…