କଟକ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ
କଟକ ତା ୧୪.୦୪.୨୦୨୬ ରିଖ – ଭାରତୀୟ ସମ୍ବିଧାନ ପ୍ରଣେତା ଭାରତରତ୍ନ ବାବା ସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୬ତମ ଜୟନ୍ତୀ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଦ୍ଵାରା ଉଚ୍ଚ ନ୍ୟାୟାଳୟ ସନ୍ନିକଟ ଆମ୍ବେଦକରଙ୍କ ପୂର୍ଣ୍ଣାବୟବ…