ବେଲଗୁଣ୍ଠା ରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ।
ବେଲଗୁଣ୍ଠା - ୧୩/୪-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷ ଠାରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ଅତିରିକ୍ତ ଜିଲ୍ଲାପାଳ ଡ.ପ୍ରମୋଦ କୁମାର ପୃଷ୍ଟି , ଆରକ୍ଷୀ ଅଧୀକ୍ଷକ ଗଞ୍ଜାମ ଶୁଭେନ୍ଦୁ କୁମାର ପାତ୍ର, ଭଞ୍ଜନଗର ଉପ…