ମୁଖ୍ୟମନ୍ତ୍ରୀଙ୍କୁ କୋରାପୁଟବାସୀ ଜଣାଇଲେ କୃତଜ୍ଞତା
ଭୁବନେଶ୍ୱର(ମାନସୀ ମିଶ୍ର): କୋରାପୁଟ ଜିଲ୍ଲା ଗସ୍ତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ବିକାଶମୂଳକ ଯୋଜନା ଓ ପ୍ରକଳ୍ପର ଶୁଭ ଉଦ୍ଘାଟନ କରିଥିବାରୁ ଏଥିରେ ସନ୍ତୋଷ ପ୍ରକାଶ କରି ଜିଲ୍ଲାର ପ୍ରାୟ ୩୦୦ରୁ ଊଦ୍ଧ୍ୱର୍ ସାଧାରଣ ନାଗରିକ, କୃଷକ ମଙ୍ଗଳବାର ଭୁବନେଶ୍ୱର ଆସି ନବୀନ ନିବାସ…