ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଯୁଗଲଙ୍ଘୀ କାବ୍ୟ ପୁରୁଷ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ
ପଦ୍ମପୁର/ନୀଳ ଦୀପ -ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଠାରେ ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ବୄନ୍ଦାବନ ଦାଶଙ୍କ ସଭାପତିତ୍ବରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉତ୍ସବରେ ଗାଇସିଲାଟ ମହାବିଦ୍ୟାଳୟର ଓଡ଼ିଆ ପ୍ରଧ୍ୟାପକ ଡ଼.ଜୟକେତନ ତ୍ରିପାଠୀ ମୁଖ୍ୟ…