ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ଯାଜପୁର/ଜୟଶଙ୍କର ଦାଶ : ସୋମବାର ପୂର୍ବାହ୍ନରେ ଯାଜପୁର ବ୍ଲକର ଊପର ବରୁହାଁ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଅଧ୍ୟକ୍ଷତା କରିବା ସହ ଶିବିରକୁ ଆସୁଥିବା…