ରାଜ୍ୟ କମିଟିରେ ନୂଆ ୩ ଉପ-ସଭାପତି, ଜଣେ ସାଧାରଣ ସଂପାଦକ, ୭ ସଂପାଦକ
ବିଜୁ ମହିଳା ଜନତା ଦଳର ନୂଆ କର୍ମକର୍ତ୍ତା
ଭୁବନେଶ୍ୱର : ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ମହିଳା ଜନତା ଦଳକୁ ତୃଣମୂଳ ସ୍ତରରେ ସୁଦୃଢ଼ କରିବା ପାଇଁ ମହିଳା ବିଜେଡି ରାଜ୍ୟ ସଭାନେତ୍ରୀ ତଥା ବିଞ୍ଝାରପୁର ବିଧାୟିକା ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କ…