ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟ ରାସ୍ତାକୁ ନିଷିଦ୍ଧାଞ୍ଚଳ ଘୋଷଣା ଦାବି
ବାରିପଦା(ଦିଲ୍ଲୀପ ମହାନ୍ତି )- ରାସ୍ତା ଅବରୋଧ ଉପରେ ମାନ୍ୟବର ଉଚ୍ଚତମ ନ୍ୟାୟାଳୟ ଅଙ୍କୁଶ ଲଗାଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାର ସଦର ମହକୁମା ବାରିପଦାସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ମୁଖ୍ୟ ରାସ୍ତା ଉପରେ ବିଭିନ୍ନ ସମୟରେ ବିଭିନ୍ନ ରାଜନୈତିକ ଦଳ, ଅଣରାଜନୈତିକ ଦଳ ପକ୍ଷରୁ…