ଅବସରକାଳୀନ ସମ୍ବର୍ଦ୍ଧନା ସଭା
ପଦ୍ମପୁର(ନୀଳ ଦୀପ)-- ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟର ହିନ୍ଦି ଶିକ୍ଷକ ସିତାକାନ୍ତ ଦାସଙ୍କୁ ଗତ ବୁଧବାର ଦିନ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ଭୁଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୁର୍ବତନ…