ସୋହେଲା ସରକାରୀ ହାଇସ୍କୁଲର ବାର୍ଷିକ କ୍ରୀଡା
ସୋହେଲା(ଶାସକପ୍ରଶାସକ)-ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ସ୍କୁଲର ଖେଳ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଥିଲା । ଛାତ୍ରମାନେ ଦୁର୍ଗାମନ୍ଦିରରୁ ମଶାଳ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ସ୍କୁଲର ଖେଳ ପଡିଆରେ ସ୍ଥାପନ କରିଥିଲେ । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମସାଗର…