ଏମକେସି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱ ଗ୍ରହଣ କଲେ ସୁଦର୍ଶନ ପଣ୍ଡା
ସାନନ୍ଦଙ୍କ ହସ୍ତକ୍ଷେପ ପରେ ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି ହେଲା ସମ୍ଭବ
ବାରିପଦା(ଦିଲ୍ଲୀପ ମହାନ୍ତି )- ମୟୂରଭଞ୍ଜ ଜିଲ୍ଲାର ସର୍ବପୂରାତନ ବାରିପଦା ମହାରାଜା କୃଷ୍ଣଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି ସୁଦର୍ଶନ ପଣ୍ଡା ।…