ସ୍ୱାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ୱାୟତ୍ତ ଶାସନ ଦିବସ ଅବସରରେ ସନ୍ଧ୍ୟାରେ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା କାର୍ଯ୍ୟରେ ମୁଖ୍ୟଅତିଥି ଭାବେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ!-->…