ମନ୍ କି ବାତ୍ କାର୍ଯ୍ୟକ୍ରମରେ ଓଡ଼ିଶା ସମ୍ପର୍କରେ ବାର୍ତା ରଖିଲେ ପ୍ରଧାନମନ୍ତ୍ରୀ
ଓଡ଼ିଶାରେ ଯେଉଁ ହକି ବିଶ୍ୱକପ୍ ଆୟୋଜିତ ହେବାକୁ ଯାଉଛି ତାହା ଓଡ଼ିଶା କ୍ରୀଡ଼ାବିତଙ୍କ ପାଇଁ ଏକ ସୁଯୋଗ ଆଣିଛି
ଭୁବନେଶ୍ୱର- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ତାଙ୍କର ୪୯ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଓଡ଼ିଶା ସମ୍ପର୍କରେ ଅନେକ କଥା ଉଲ୍ଲେଖ କରିଛନ୍ତି । କୋଣାର୍କ ପୁରୀ ଓ…