ନାଉଗାଁ ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର, ତା ୦୬.୦୪.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…