ଜାତିଆଣ ଭେଦଭାବକୁ ନେଇ ୨ଗୋଷ୍ଠୀ ମଧ୍ୟରେ ବିବାଦ
ଓଡ଼ଗାଁ ଥାନାରେ ଉଭୟ ପକ୍ଷରୁ ୨ ମାମଲା ରୁଜୁ
ଓଡ଼ଗାଁ,୫।୪(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ବାହାଡ଼ାଝୋଲା ଫାଣ୍ଡି ବେରୁହାଁବାରୀ ଗାଁରେ ଜାତିଆଣ ଭେଦଭାବକୁ ନେଇ ୨ଗୋଷ୍ଠୀ ମଧ୍ୟରେ ବିବାଦ ଯୋଗୁଁ ଉଭୟ ପକ୍ଷରୁ ଓଡ଼ଗାଁ ଆଦର୍ଶ ଥାନାରେ ୨ ମାମଲା ରୁଜୁ ହୋଇଛି।୪ ଦିନ…