ଚାଲ ସରକାରଙ୍କ ଦୟାରୁ ଅପାଠୁଆ ହେବା !!!!!!!!!!!
ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା : ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଅନ୍ଧକାରରେ
ବାରିପଦା/dillip mohanty - ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା । ରାଜ୍ୟ ସରକାର ଆଦିବାସୀ ଛାତ୍ରୀଛାତ୍ରମାନଙ୍କ ଶିକ୍ଷାରେ ଉନ୍ନତି ଆଣିବା ନିମନ୍ତେ ଯୋଜନା ପରେ…