ବିଞ୍ଚଣାରେ ପଞ୍ଚଶମ୍ଭୁ ମହାମିଳନ ; ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ବେଲଗୁଣ୍ଠା, ୩/୦୪-ଶିବରାମ ଚୌଧୁରୀ ), ଆଜି ବେଲଗୁଣ୍ଠା ବ୍ଳକ୍ ବିଞ୍ଚଣା ଗ୍ରାମରେ ମହାସମାରୋହରେ ଅନୁଷ୍ଠିତ ହୋଇଛି ପଞ୍ଚଶମ୍ଭୁ ଏବଂ ପାଞ୍ଚ କାଳୀଙ୍କ ମହାମିଳନ I ଏହି ମହାମିଳନରେ ଗୋବରା, ଡେଙ୍ଗାପଦର,ବେଲଗୁଣ୍ଠା-୧,ବେଲଗୁଣ୍ଠା-୨ ଏବଂ ଗାମୁଣ୍ଡି ଗ୍ରାମର ଦଣ୍ଡଦଳ ଅଂଶଗ୍ରହଣ କରିଥିଲେ I ପୂର୍ବ…