ମୟୂରଭଞ୍ଜର ଗଣପର୍ବ ଟୁସୁ ; ସତ୍ୟ, ଧର୍ମ ଓ ଆତ୍ମବିସର୍ଜନର ପ୍ରତୀକ
ବାରିପଦାରୁ ଦିଲ୍ଲୀପ ମହାନ୍ତି : ମକର ସଂକ୍ରାନ୍ତି ଓ କୁଡ଼ୁମୀ ସମ୍ପ୍ରଦାୟ ପକ୍ଷରୁ ପାଳିତ ହୋଇ ଆସୁଥିବା ଟୁସୁ ପର୍ବ ମୟୂରଭଞ୍ଜ ଜିଲାରେ ଏକ ଗଣପର୍ବ ଭାବେ ପାଳିତ ହୋଇଆସୁଛି । ପର୍ବଟି ମାଘ ମାସର ପ୍ରଥମ ଦିବସରୁ ଆରମ୍ଭ ହୋଇ ସଂକ୍ରାନ୍ତିରେ ଉଦଯାପିତ ହୋଇଥାଏ । ଏହି ଅବସରରେ ମକର ଚାଉଳ…