ଭଞ୍ଜନଗରେ ସ୍ଵ-ଜନଗଣନା ପ୍ରକ୍ରିୟାର ଆରମ୍ଭ
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ: ସାରା ଦେଶରେ ପ୍ରଥମ କରି ଆରମ୍ଭ ହୋଇଛି ଅତ୍ୟାଧୁନିକ ଡିଜିଟାଲ୍ ଭିତ୍ତିକ ଜନଗଣନା କାର୍ଯ୍ୟ (Self Enumeration )। ଏହି ନୂତନ ପ୍ରଣାଳୀରେ ଜନସାଧାରଣ ଅଧିକୃତ ୱେବସାଇଟ୍ କିମ୍ବା ମୋବାଇଲ୍ ଆପ୍ଲିକେସନ୍ ମାଧ୍ୟମରେ ନିଜେ ନିଜର ତଥ୍ୟ ଦାଖଲ…