ଶତାକ୍ଷୀ ମହିଳା ସଙ୍ଗଠନ ତରଫରୁ ଉତ୍କଳ ଦିବସ ପାଳନ
ଭୁବନେଶ୍ୱର 01/04 ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବରେ ଓଡିଶା ଗଠନ ହୋଇଥିଲା 1936 ମସିହାରେ ଯାହାକି ନବେ ବର୍ଷରେ ପଦାର୍ପଣ କରିଛି | ଏହି ଉପଲକ୍ଷେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶତାକ୍ଷୀ ମହିଳା ସଙ୍ଗଠନ ଉତ୍କଳ ଦିବସ ମହାଆଡମ୍ବରରେ ପାଳନ କରିଛି | ମାତୃଭୂମି ତଥା ମାତୃଭାଷାର ସୁରକ୍ଷା ତଥା…