ଯାଜପୁରରେ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ
ଯାଜପୁରରୁ ଜିଲ୍ଲା ପ୍ରତିନିଧି ଜୟଶଙ୍କର ଦାଶ . ବିପର୍ଯ୍ୟୟର ମୁକାବିଲା ପାଇଁ ପୁର୍ବ ପ୍ରସ୍ତୁତି ସହ ସମ୍ମିଳିତ ଉଦ୍ୟମ ଯେକୈାଣସି ପ୍ରାକୃତିକ ବିପର୍ଯ୍ୟୟକୁ ପ୍ରଶମନ କରିପାରିବ ବୋଲି ଅତିରିକ୍ତ ଜିଲାପାଳ ବ୍ରଜବନ୍ଧୁ ଭୋଳ ମତବ୍ୟକ୍ତ କରିଛନ୍ତି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ…