ରାଜ୍ୟର ପ୍ରମୁଖ ସମବାୟ ସମତିର ସଭାପତି, ନିର୍ଦ୍ଦେଶକ ଏବଂ ସଦସ୍ୟ ବିଜେପିରେ ହେଲେ ସାମିଲ
ଓଏସ୍ସିବିର ଅଧ୍ୟକ୍ଷ ଟି.ପ୍ରସାଦ ରାଓ ଡୋରା, ଓଏସସିୟୁ ସଭାପତି ପ୍ରଭାସିନୀ ଷଡଙ୍ଗୀ, ଅର୍ବାନ ବ୍ୟାଂକ ଫେଡେରେସନ ସଭାପତି ମହେନ୍ଦ୍ର କୁମାର ନାୟକ, ଓଡିଶା ମହିଳା ବିକାଶ ସମବାୟ ନିଗମ ଲିମିଟେଡ୍ ଅଧ୍ୟକ୍ଷା ସ୍ୱାଧୀନବାଳା ଦାସ, ବୟନିକା ସଭାପତି ପ୍ରକାଶ ଚନ୍ଦ୍ର ମେହେର, ଉତ୍କଳିକା…