ନାବାଳିକାକୁ ଦୁଷ୍କର୍ମ : ଅଭିଯୁକ୍ତଙ୍କୁ ଯୁବକକୁ ଜେଲ ଓ ଜୋରିମାନା
ବାରିପଦା(ଦିଲ୍ଲୀପ ମହାନ୍ତି )-ବାରିପଦା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ -୧ ଓ ପ୍ରିଜାଇଡ଼ିଂ ଅଫିସର ଚିଲଡ୍ରେନ କୋର୍ଟ ଜଜ୍ ସମର ବିଳାଶ ବେହେରା ଆଜି ଏକ ନାବାଳିକା ଦୁଷ୍ଟର୍ମ ମାମଲାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିବାକୁ ଯାଇ ଅଭିଯୁକ୍ତ ଯୁବକ ରାଇରଙ୍ଗପୁର ଗ୍ରାମାଞ୍ଚଳ…