ବିଶିଷ୍ଟ ଲେଖିକା ବନଜ ଦେବୀ ପାଇବେ ଶାରଳା ପୁରସ୍କାର
ଭୁବନେଶ୍ୱର- ବିଶିଷ୍ଟ ଲେଖିକା ବନଜ ଦେବୀ ତାଙ୍କ ରଚିତ ଗଳ୍ପ ସଙ୍କଳନ "କାଠପୁଅ' ନିମନ୍ତେ ୩୮ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି । ଶାରଳା ପୁରସ୍କାର ଊପଦେଷ୍ଟା ପରିଷଦ ବୈଠକରେ ଏହି ସିଦ୍ଧାନ୍ତ ଗ୍ରହଣ କରାଯାଇଛି । ପୁରସ୍କାରସ୍ୱରୂପ ଶ୍ରୀମତୀ ବନଜ ଦେବୀଙ୍କୁ ପାଂଚଲକ୍ଷ…