ସାବାସ୍ ବାଣୀବିହାର ! ଦେଶର ଶ୍ରେଷ୍ଠ ୧୦ ବିଶ୍ୱବିଦ୍ୟାଳୟ ତାଲିକାରେ ଉତ୍କଳ
ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ରାଜ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ପୁଣି ଏକ ଖୁସି ଖବର। ଦେଶର ଶ୍ରେଷ୍ଠ ୧୦ ପ୍ରାଦେଶିକ ବିଶ୍ୱବିଦ୍ୟାଳୟ ତାଲିକାରେ ଉତ୍କଳ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଏନେଇ ରବିବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ…