ସମବାୟ ଆପଣଙ୍କ ଦ୍ୱାରରେ କାର୍ଯ୍ୟକ୍ରମ
ଭଦ୍ରକ,(ସତ୍ୟଭୂଷଣ ସ୍ୱାମୀ) - ବାଲେଶ୍ୱର - ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ଭଦ୍ରକ ଶାଖା ଅଧିନସ୍ଥ ବ୍ରହ୍ମପୁର ସେବା ସମବାୟ ସମିତି ପକ୍ଷରୁ ‘ସମବାୟ ଆପଣଙ୍କ ଦ୍ୱାରରେ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ୟାଙ୍କର ନିର୍ଦ୍ଦେଶକ ତଥା ବ୍ରହ୍ମପୁର ସେବା…