ଓଡିଆ ପକ୍ଷ ପାଳନ ନେଇ ପ୍ରସ୍ତୁତି ବୈଠକ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୩୧/୦୩/୨୬ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ଆଗାମି ଏପ୍ରିଲ ୧ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡିଆ ପକ୍ଷ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ଓଡିଆ ଘର…