ସବଡେଗା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ସବଡେଗା ବ୍ଲକ ପରିସର ରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।
ଆଜି ମୋଟ ୬୨ ଗୋଟି ଅଭିଯୋଗ ଆସିଥିଲା। ସେଥି…