ମୟୂରଭଞ୍ଜ କଲେଜ ଅଫ୍ ଏକାଉନଟେନସି ଏଣ୍ଡ ମେନେଜମେଣ୍ଟରେ ବନମହୋତ୍ସବ ପାଳିତ
ବାରିପଦା(ଦିଲ୍ଲୀପ ମହାନ୍ତି )- ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ମୟୂରଭଞ୍ଜ କଲେଜ ଅଫ୍ ଏକାଉନଟେନସି ଏଣ୍ଡ ମେନେଜମେଣ୍ଟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ ମୁଖ୍ୟ ଅତିଥିଭାବେ ଯୋଗ ଦେଇ କଲେଜ ପରିସରରେ ରୁଦ୍ରାକ୍ଷ ଓ ଆମ୍ବ ପ୍ରଭୃତି ଚାରା…