ଦୁଇ ବ୍ରାଉନସୁଗାର ବେପାରୀ ଗିରଫ, ୦.୨୪୬ମିଲି ଗ୍ରାମ ବ୍ରାଉନ ସୁଗାର ଜବତ।
ନୀଳଗିରି, ୩୦/୦୩: ନୀଳଗିରି ପୋଲିସ ଦୁଇ ବ୍ରାଉନସୁଗାର ବେପାରୀଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୦.୨୪୬ମିଲି ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ବିଶେଷ ସୂତ୍ରରୁ ଖବରପାଇ ନୀଳଗିରି ଆଇ.ଆଇ.ସି ଗୋବର୍ଦ୍ଧନ ନାୟକ ସଦଳବଳେ ରାଉଳ ଖୁଣ୍ଟା ଛକରେ ସନ୍ତରାଗଡିଆ ଗ୍ରାମରେ ଜଗଦୀଶ…