ଭଦ୍ରକରେ ସମ୍ଭାବ୍ୟ ବିପର୍ଯ୍ୟୟକୁ ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ମକଡ୍ରିଲ
ଭଦ୍ରକ (ସତ୍ୟ ସ୍ୱାମୀ)- ଭଦ୍ରକ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ପରିସରରେ ଜିଲ୍ଲାସ୍ତରୀୟ ମକ୍ଡି୍ରଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭଦ୍ରକର ଅତିରିକ୍ତ ଜିଲ୍ଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସହକାରୀ ଅଗ୍ନିଶ୍ରମ ଅଧିକାରୀ ସଂଗ୍ରାମ କୁମାର…