ଜାମସେଠ ହାଇସ୍କୁଲର ମୋ ସ୍କୁଲ ଅଭିଯାନ
ପଦ୍ମପୁର/Neela Deep -ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ଜାମସେଠ ପଞ୍ଚାୟତ ସ୍ଥିତ କଲ୍ୟାଣ ମଣ୍ଡପରେ ପ୍ରଧାନ ଶିକ୍ଷକ ଗୋପାଳ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ମୋ ସ୍କୁଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସରପଞ୍ଚ ରମ୍ଭା ତାଣ୍ଡି ଯୋଗଦେଇଥିବା…