ସୋଆ ପକ୍ଷରୁ ପଦ୍ମଶ୍ରୀ ଅଶୋକ ମହାପାତ୍ରଙ୍କୁ ଶେଷ ସମ୍ମାନ ପ୍ରଦାନ
ପୁରୀରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର, ନଭେମ୍ବର ୪: ଭାରତର ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୂର୍ବତନ କୁଳପତି ଓ ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ!-->!-->!-->…