ଆଦର୍ଶ ଗୁରୁକୁଳ ଶିକ୍ଷା ନିକେତନ ର ପଞ୍ଚମ ବାର୍ଷିକ ଉତ୍ସବ,
ବେଲଗୁଣ୍ଠା, ୩୦/୦୩-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗନ ଆଦର୍ଶ ଗୁରୁକୁଳ ଶିକ୍ଷା ନିକେତନ, ନେଟଙ୍ଗା ର "ପଞ୍ଚମ ବାର୍ଷିକ ପ୍ରତିଭା ସମ୍ମାନ" ଉତ୍ସବ ଶିକ୍ଷାବିତ ଗୋବିନ୍ଦ ଚନ୍ଦ୍ର ଲେଙ୍କା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ…