ପ୍ରଭାତ ଜେନା ମୟୁରଭଞ୍ଜ ଜିଲ୍ଲା ବିଜେଡି ଉପସଭାପତି
ଭୁବନେଶ୍ୱର : ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରଭାତ କୁମାର ଜେନାଙ୍କୁ ମୟୂରଭଞ୍ଜ ଜିଲ୍ଲା କମିଟିର ଉପ-ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି ବୋଲି ଦଳର ରାଜ୍ୟ ସଂପାଦକ ଶ୍ରୀ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି ।
…