ବିଶ୍ଵ ନାଟ୍ୟ ଦିବସ ରେ ନାଟୁଆ ମେଳା – ୨୦୨୬ ଆୟୋଜିତ
https://youtu.be/hkqsyLDklMI
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ :ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ବିଶ୍ଵ ନାଟ୍ୟ ଦିବସ ଅବସରରେ ନାଟୁଆ ମେଳା ଆୟୋଜିତ ହୋଇଯାଇଛି । ପ୍ରଗତିଶୀଳ ନାଟ୍ୟ ସଂସ୍ଥା "ତରଙ୍ଗ ରଙ୍ଗ" ପକ୍ଷରୁ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ…