ଦେଶରେ ଓ ରାଜ୍ୟରେ ମହିଳା ଅସୁରକ୍ଷିତ ଓ ଆତଙ୍କିତ
ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କଳା ଦିବସ ପାଳିତ
ଭୁବନେଶ୍ୱର– ଦେଶ ଓ ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ଓ ଦୁଷ୍କର୍ମର ବୃଦ୍ଧି ଏବଂ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ମହିଳାଙ୍କୁ ସୁରକ୍ଷା ଓ ନ୍ୟାୟ ଦେବାରେ ଉଦାସୀନତା ପ୍ରତିବାଦରେ ଅଖିଳ ଭାରତ ମହିଳା କଂଗ୍ରେସ କମିଟି ସଭାନେତ୍ରୀ…