ହତ୍ୟା ମାମଲାରେ ଅଭିଯୁକ୍ତକୁ ଜେଲ ଓ ଜୋରିମାନା
ବାରିପଦାରୁ ଦିଲ୍ଲୀପ ମହାନ୍ତି - ବାରିପଦା ସେସନ ଜଜ୍ ପ୍ରମୋଦ କୁମାର ଜେନା ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ୭୦ ବର୍ଷର ବୃଦ୍ଧକୁ ଦୋଷୀ ସାବ୍ୟସ୍ତ କରାଇବା ସଂଗେସଂଗେ ଭାରତୀୟ ପିଙ୍ଗଳ କୋଡ଼ ଧାରା ୩୦୪(୧୧) ଅନୁସାରେ ୫ ବର୍ଷ କାରାଦଣ୍ଡ, ୧୦ ହଜାର ଟଙ୍କା ଜୋରିମାନା ଓ ଅନାଦେୟରେ ଅଧିକ…