ସଫଳ ପ୍ରତିଯୋଗୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲେ ଜିଲ୍ଲାପାଳ ଶ୍ରୀଭରଦ୍ୱାଜ
ରାଜ୍ୟସ୍ତରୀୟ ପ୍ରଥମ ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତା
ବାରିପଦା(ଦିଲ୍ଲୀପ ମହାନ୍ତି )- ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ଦୈତ୍ୟ ନଗରୀରେ ମଇ ୩୦ରୁ ଆରମ୍ଭ ହୋଇ ଜୁନ ୧ରେ ଉଦଯାପିତ ହୋଇଥିବା ପ୍ରଥମ ରାଜ୍ୟସ୍ତରୀୟ ଜନଜାତି କ୍ରୀଡ଼ା ପ୍ରତିଯୋଗିତାରେ ମୟୂରଭଞ୍ଜ…