ଜୁନିଅର ରେଡକ୍ରସ ର ଏକ ଦିବସୀୟ ତାଲିମ ଶିବିର ଅନୁଷ୍ଠିତ
"ଶିଶୁ ହସିଲେ ଦୁନିଆ ହସେ "
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତୀୟ ରେଡକ୍ରସ ଓଡିଶା ରାଜ୍ୟ ଶାଖା ଭୁବନେଶ୍ୱର ଓ ଗଜପତି ଜିଲ୍ଲା ଜୁନିଅର ରେଡକ୍ରସର ମିଳିତ ଆନୁକୂଲ୍ୟରେ ପାରଳାଖେମୁଣ୍ଡି ସଦର ନିକଟସ୍ଥ ମହେନ୍ଦ୍ରଗିରି ମୁନିସିପାଲିଟି ଉଚ୍ଚ ବିଦ୍ୟାଳୟ ରେ ଏକ ଦିବସୀୟ ମେକ୍ ଏ…