ଷଷ୍ଠ ରାତ୍ରକାଳୀନ ୰ପ୍ରେମାନନ୍ଦ ସିଂ ବରିହା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ
ପଦ୍ମପୁର/Nila Deep -ବରଗଡ଼ ଜିଲ୍ଲା ପଦ୍ମପୁର ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ନେହରୁ ସ୍ପୋର୍ଟିଙ୍ଗ ଆନୁକୂଲ୍ୟରେ ଆୟୋଜିତ ଷଷ୍ଠ ରାତ୍ରକାଳୀନ ୰ପ୍ରେମାନନ୍ଦ ସିଂ ରାତ୍ରକାଳୀନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ମୁଖ୍ୟ ଅତିଥି ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ବିଜୟ ରଞ୍ଜନ ସିଂ ବରିହା ଓ…