‘ଦର୍ଶନ’ ପକ୍ଷରୁ ପୂଜ୍ୟପୂଜା ସମ୍ମାନ ଓ ବନ୍ଧୁ ମିଳନ
ନୟାଗଡ଼(ବିଶ୍ୱଜିତ ନାୟକ) :- ଦୈନିକ ଖବରକାଗଜ ଦର୍ଶନ ପକ୍ଷରୁ ଆଜି ନୟାଗଡ଼ ସାମ୍ବାଦିକ ଭବନ ପରିସରରରେ ପୂଜ୍ୟପୂଜା ସମ୍ମାନ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପ୍ରତିନିଧି ଜନ୍ମେଜୟ ମହାନ୍ତିଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼…