ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ ଓ ସମୀକ୍ଷା
ଯାଜପୁର ଜୟଶଙ୍କର ଦାଶ : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ ସଂଗ୍ରାମ କେଶରୀ ମହାପାତ୍ର ଯାଜପୁର ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଚ୍ଥନ୍ତି । ଗୁରୁବାର ପୂର୍ବାହ୍ନରେ ଶ୍ରୀ ମହାପାତ୍ର ଜିଲ୍ଲାରେ ପହଞ୍ଚିବା ପରେ ଜିଲ୍ଲାପାଳଙ୍କ…