ଜଗତସିଂହପୁର ଠାରେ ୭୭ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ
ଜଗତସିଂହପୁର,ତା୨୬.୦୧.୨୦୨୬/ସୁମନ୍ତ କୁମାର ଦାସ:ଆଜି ପୂର୍ବାହ୍ନ ରେ ଜଗତସିଂହପୁର ଜିଲ୍ଲା ସଦର ମହକୁମା ର ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ଠାରେ ୭୭ ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ।ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମାନନୀୟ ଜିଲ୍ଲାପାଳ…