ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ଓ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ( ଗୁରୁବାର ) ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ…