ପରୀକ୍ଷା ଖାତା ଦେଖାରେ ତୃଟି, ଜିଲ୍ଲାପାଳଙ୍କୁ ଅଭିଯୋଗ କଲେ ଛାତ୍ରଛାତ୍ରୀ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟୟନରତ ଯୁକ୍ତ ୩ ଦ୍ଵିତୀୟ ବର୍ଷର ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀ ମାନେ ତୃତୀୟ ସେମିଷ୍ଟାର ପରୀକ୍ଷାର ଖାତା ଦେଖାରେ ତୃଟି ହୋଇଥିବା ନେଇ ଅଭିଯୋଗ କରିଛନ୍ତି । ଏନେଇ ଅନେକ ଛାତ୍ରଛାତ୍ରୀ ଜିଲ୍ଲାପାଳଙ୍କ…